Birth anniversary of Maharaja Krushna Chandra Gajapati Narayan Dev Photo News By Dinalipi Bureau Last updated Apr 26, 2024 913 Facebook Twitter/X LinkedIn WhatsApp Print ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୨ ତମ ଜନ୍ମ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ଥିବା ପ୍ରତିମୂର୍ତ୍ତିରେ ବିଧାନସଭାର ସଚିବ ଶ୍ରୀ ଦାଶରଥି ଶତପଥୀ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଶ୍ରଦ୍ଧା ସୁମନ ଅର୍ପଣ କରୁଛନ୍ତି।
Comments are closed.