Odia Pakshya

ଓଡ଼ିଆ ପକ୍ଷ ପାଳନର ଚତୁର୍ଥ ଦିବସ ପରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗର ଆନୁକୂଲ୍ୟରେ ଜିଲ୍ଲାମାନଙ୍କରେ ରହିଥିବା ବିଭିନ୍ନ ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନମାନଙ୍କରେ ନାମ ଫଳକକୁ ଓଡ଼ିଆରେ ଲେଖିବା ପାଇଁ ଏକ ସଚେତନତା ପଦଯାତ୍ରାର ଆୟୋଜନ କରାଯାଇଥିଲା।

Comments are closed, but trackbacks and pingbacks are open.