World Water Day 2025 observed

ଜଳ ସଂରକ୍ଷଣ, ଜଳ ପରିଚାଳନାରେ ସରକାରଙ୍କର ସବୁଠାରୁ ବଡ ଭୂମିକା ରହିଛି କିନ୍ତୁ ଏଥିରେ ବ୍ୟକ୍ତିଗତ ସ୍ତରରେ ତଥା ଗୋଷ୍ଠୀଗତ ସ୍ତରରେ ସମସ୍ତେ ନିଜ ନିଜ ଯୋଗଦାନ ରଖିବା ନିତାନ୍ତ ଆବଶ୍ୟକ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ୱ ଜଳ ଦିବସ ଅବସରରେ ଲୋକସେବା ଭବନ ସ୍ଥିତ କନଭେନସନ ସେଣ୍ଟର ଠାରେ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଆୟୋଜିତ ସମାରୋହରେ ଯୋଗ ଦେଇ କହିଛନ୍ତି

Comments are closed, but trackbacks and pingbacks are open.